ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ଲାଗିଛି ବଡ଼ ଝଟକା,ED ବିରୋଧୀ ଏଫଆଇଆର ଉପରେ.....
ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରେ ଲାଗିଛି ବଡ଼ ଝଟକା। ଇଡି ଅଧିକାରୀଙ୍କ ବିରୋଧରେ ବେଙ୍ଗଲ ପୁଲିସ୍ ରୁଜୁ କରିଥିବା ୩ଟି ଯାକ ଏଫଆଇଆର ଉପରେ ରୋକ ଲଗାଇ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ। ଏଥିସହ ରାଜନୀତିକ ପରାମର୍ଶଦାତା ଫାର୍ମ ଆଇ-ପିଏସି ଅଫିସରେ ଇଡି କରିଥିବା ରେଡର ସମସ୍ତ ସିସିଟିଭି ଫୁଟେଜକୁ ସଂରକ୍ଷିତ ରଖିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼







Click it and Unblock the Notifications