Get Updates
Get notified of breaking news, exclusive insights, and must-see stories!

ମମତା ଦାବି କଲେ ଅଜିତଙ୍କ ବିମାନ ଦୁର୍ଘଟଣାର ତଦନ୍ତ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଅଜିତ ପାୱାରଙ୍କ ଆକସ୍ମିକ ବିୟୋଗରେ ମୁଁ ଗଭୀର ଭାବରେ ମର୍ମାହତ ଏବଂ ସ୍ତବ୍ଧ ବୋଲି ପ୍ରକାଶ କରିଛନ୍ତି । ପାୱାର ପରିବାରକୁ ସମବେଦନା ଜଣାଇବା ସହ ବିମାନ ଦୁର୍ଘଟଣାର ତଦନ୍ତ ଦାବି କରିଛନ୍ତି । ଘଟଣାର ଉପଯୁକ୍ତ ତଦନ୍ତ ଆବଶ୍ୟକ ବୋଲି ସେ କହିଛନ୍ତି ।

mamata banerjee

ସୂଚନାଯୋଗ୍ୟ, ଆଜି ସକାଳ ୮ଟା ସମୟରେ ପାୱାରଙ୍କ ବିମାନ ସକାଳ ୮ଟା ସମୟରେ ମୁମ୍ବାଇରୁ ଉଡାଣ ଆରମ୍ଭ କରିଥିଲା । ୮ଟା ୪୫ ମିନିଟ୍‌ରେ ଅବତରଣ କରିବା ସମୟରେ ଖସି ପଡିଥିଲା ବିମାନ । ଏହି ଗୁରୁତର ଦୁର୍ଘଟଣାରେ ପାୱାର ଏବଂ ବିମାନର ପାଇଲଟ ଏବଂ ତାଙ୍କ ସୁରକ୍ଷା କର୍ମୀଙ୍କ ସମେତ ଅନ୍ୟ ଚାରି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+