ଥମିଲାନି ହିଂସା, ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମଣିପୁରରେ ବିଗତ ଦିନଗୁଡ଼ିକରେ ଚାଲିଆସୁଥିବା ହିଂସା ମଧ୍ୟରେ ବର୍ତ୍ତମାନ ଏକ ବଡ଼ ଖବର ସାମ୍ନାକୁ ଆସିଛି।ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବିରେନ ସିଂହ ରବିବାର ଇସ୍ତଫା ଦେଇଛନ୍ତି । ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ସେ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଏହି ସମୟରେ ତାଙ୍କ ସହ ରାଜ୍ୟ ବିଜେପି ସଭାପତି ଏ. ଶରଦ ଥିବା ବେଳେ ସାଂସଦ ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ ।

Manipur CM Biren Singh

ତେବେ ଆସନ୍ତାକାଲି (ଫେବ୍ରୁଆରୀ ୧୦) ମଣିପୁର ବିଧାନସଭା ଅଧିବେଶନ ଆରମ୍ଭ ହେବାର ଥିଲା । ବିରୋଧୀମାନେ ସରକାରଙ୍କ ବିରୋଧରେ ଅନାସ୍ଥା ଆଣିବାକୁ ପ୍ରସ୍ତୁତି କରୁଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+