ନୂଆପଡ଼ାରେ ଲୋକେ ପରିବର୍ତ୍ତନ ଚାହୁଁଥିବା କହିଲେ ମନମୋହନ ସାମଲ
ନୂଆପଡ଼ାରେ ଲୋକେ ପରିବର୍ତ୍ତନ ଚାହୁଁଥିବା କହିଲେ ମନମୋହନ ସାମଲ । ଯାହାର ପ୍ରତିଫଳନ ଗଣତିରୁ ସ୍ପଷ୍ଟ ହେବାରେ ଲାଗିଛି। ନୂଆପଡ଼ା ଏକ ସମସ୍ୟା ବହୁଳ ନିର୍ବାଚନ ମଣ୍ଡଳୀ।
ଶିଳ୍ପ, କଳକାରଖାନା ନାହିଁ, ଜଳସେଚନର ବ୍ୟବସ୍ଥା ହୋଇନି। ଏସବୁ ସମସ୍ୟା ଦୂର କରିବା ପାଇଁ ଲୋକେ ପରିବର୍ତ୍ତନ ଚାହିଁଛନ୍ତି । କଂଗ୍ରେସର ଆରୋପ ନେଇ ମଧ୍ୟ ରଖିଲେ ପ୍ରତିକ୍ରିୟା। ଆମେ ବହୁବାର ହାରିଛୁ, ମାତ୍ର ଏପରି ଅଭିଯୋଗ କରିନାହୁଁ। ଅନ୍ୟକୁ ଦୋଷ ନଦେଇ ଆତ୍ମସମୀକ୍ଷା କରନ୍ତୁ ବିରୋଧୀ କହିଲେ ମନମୋହନ।

୧୪ ରାଉଣ୍ଡ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
୧୪ ରାଉଣ୍ଡ ସୁଦ୍ଧା ୪୬ ହଜାର ୭୧୩ ଭୋଟ୍ରେ ଆଗୁଆ
୧୪ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୬୮,୫୬୪ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୨୧,୮୫୧ ଭୋଟ୍
ତୃତୀୟ ସ୍ଥାନରେ ଘାସିରାମଙ୍କୁ ୨୧,୪୬୦ ଭୋ
୧୩ ରାଉଣ୍ଡ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
୧୩ ରାଉଣ୍ଡ ସୁଦ୍ଧା ୪୩ ହଜାର ୨୩୪ ଭୋଟ୍ରେ ଆଗୁଆ
୧୩ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୬୩,୫୨୨ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୨୦,୨୮୮ ଭୋଟ୍
ତୃତୀୟ ସ୍ଥାନରେ ଘାସିରାମଙ୍କୁ ୨୦,୧୦୩ ଭୋଟ୍
୧୨ ରାଉଣ୍ଡ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
୧୨ରାଉଣ୍ଡ ସୁଦ୍ଧା ୪୦ ହଜାର ୩୧୩ ଭୋଟ୍ରେ ଆଗୁଆ
୧୨ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୯,୩୬୬ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୯,୦୫୩ ଭୋଟ୍
ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୭,୪୩୭ ଭୋଟ୍
୧୧ ରାଉଣ୍ଡ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
୧୧ ରାଉଣ୍ଡ ସୁଦ୍ଧା ୩୬ ହଜାର ୭୯୬ ଭୋଟ୍ରେ ଆଗୁଆ
୧୧ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୪,୯୮୦ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନୀଙ୍କୁ ୧୮,୧୮୪ ଭୋଟ୍
ତୃତୀୟ ସ୍ଥାନରେ ଘାସିରାମଙ୍କୁ ୧୫,୩୩୭ ଭୋଟ୍
ଦଶମ ରାଉଣ୍ଡ
ନୂଆପଡ଼ାରେ ବଡ଼ ବିଜୟ ପଥେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ
ଦଶମ ରାଉଣ୍ଡରେ ସୁଦ୍ଧା ଢୋଲକିଆଙ୍କୁ ୫୦,୩୩୩ ଭୋଟ୍
ଦ୍ୱିତୀୟ ସ୍ଥାନରେ ସ୍ନେହାଙ୍ଗିନି ଛୁରିଆଙ୍କୁ ୧୭,୧୦୧ଭୋଟ୍
ତୃତୀୟ ସ୍ଥାନରେ ଘାସିରାମ ମାଝୀମଙ୍କୁ ୧୩,୭୫୧ ଭୋଟ୍












Click it and Unblock the Notifications