Get Updates
Get notified of breaking news, exclusive insights, and must-see stories!

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଡେଙ୍ଗୁ

ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଡେଙ୍ଗୁ ରୋଗରେ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଧୀରେ ଧୀରେ ସୁଧୁରୁଛି ବୋଲି ଏମ୍ସ ପକ୍ଷରୁ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ "ପ୍ଲେଟଲେଟ୍ ବୃଦ୍ଧି ପାଉଛି ଏବଂ ବର୍ତ୍ତମାନ ବିପଦ ବାହାରେ ଅଛନ୍ତି"। ମନମୋହନ ସିଂଙ୍କୁ ଜ୍ୱର ଏବଂ ଦୁର୍ବଳତା ଅନୁଭବ କରିବା ପରେ ବୁଧବାର ସନ୍ଧ୍ୟାରେ ଏମ୍‌ସରେ ଭର୍ତ୍ତି କରାଯାଇଥିଲା।

Manmohan Singh

ହୃଦ୍‌ରୋଗ ବିଶେଷଜ୍ଞ ନୀତୀଶ ନାୟକଙ୍କ ନିର୍ଦ୍ଦେଶରେ ଏକ ଡାକ୍ତରୀ ଟିମ୍ ତାଙ୍କ ନିରୀକ୍ଷଣ କରୁଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭ୍ୟ ମଧ୍ୟ ତାଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+