ଭାଙ୍ଗୁଛି ମାଓ ଗଡ, ମାଟି ତଳେ ଟଙ୍କା ଲୁଚାଇ ରଖିଲେ ମାଓବାଦୀ ଉଦ୍ଧାର କଲେ ସୁରକ୍ଷାକର୍ମୀ

ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲରୁ ମାଟି ତଳୁ ମିଳିଛି ଲକ୍ଷ ଲକ୍ଷ ଟଙ୍କା। ମାଓବାଦୀମାନେ ଏହି ଟଙ୍କା ଲୁଚାଇ ରଖିଥିବା ଜଣାପଡ଼ିଛି। ଗୁପ୍ତ ସୂଚନା ଆଧାରରେ ଝାଡ଼ଖଣ୍ଡର ଚାଇବାସା ପୁଲିସ ପ୍ରାୟ ୩୫ ଲକ୍ଷ ଟଙ୍କା ଜବତ କରିଛି। ଉଦ୍ଧାର ଟଙ୍କାବିଡ଼ାଗୁଡ଼ିକ କାଗଜ ଏବଂ ପ୍ଲାଷ୍ଟିକରେ ଗୁଡ଼ାଯାଇଛି। ମୋଟ ୩୫ଟି ପୃଥକ ବିଡ଼ା ରହିଛି।

Maoist

ଉଦ୍ଧାର ଟଙ୍କା ମାଓବାଦୀମାନେ ସୁରକ୍ଷା ବାହିନୀ ବିରୁଦ୍ଧରେ ଅଞ୍ଚଳରେ ଲ୍ୟାଣ୍ଡମାଇନ୍ ବିଛାଇବା ଏବଂ ବିସ୍ଫୋରକ କିଣିବା ପାଇଁ ରଖିଥିଲେ। ସମସ୍ତ ଟଙ୍କା ଏକ ଷ୍ଟିଲ୍ କ୍ୟାନରେ ରଖାଯାଇ ମାଟିରେ ପୋତି ଦିଆଯାଇଥିଲା। ଜବତ ଟଙ୍କାର ମୂଲ୍ୟ ପ୍ରାୟ ୩୫ ଲକ୍ଷ ହେବ ବୋଲି ଆକଳନ କରାଯାଉଥିବାବେଳେ ଥାନାକୁ ନେଇ ଟଙ୍କା ଗଣନା ପରେ ସଠିକ୍‌ ପରିମାଣ ଜଣାପଡ଼ିବ ବୋଲି ରାଞ୍ଚି ଆଇଜି ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+