ବାଣ କାରଖାନରେ ଭୟଙ୍କର ବିସ୍ଫୋରଣ, ୩ ମୃତ

ସହାରନପୁର ଦେଓବନ୍ଦ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ଏଭଳି ଦୁର୍ଘଟଣା ଆଜି ଘଟିଥିବା ସୂଚନା ମିଳିଛି । ବିସ୍ଫୋରଣରେ ଅନେକ ଲୋକ ଖଣ୍ଡବିଖଣ୍ଡିତ ହୋଇଛନ୍ତି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ୩ଟି ଲୋକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ପଷ୍ଟ କରାଯାଇଛି । ବିସ୍ଫୋରଣ ପରେ ସ୍ଥାନୀୟ ଅଞ୍ଚଳ ଲୋକାରଣ୍ୟ ହୋଇପଡିଛି ।

ଦେଓବନ୍ଦର ମୁଜଫରନଗ ଜଙ୍ଗଲର ବାଣ କାରଖାନାରେ ଆଗି ସକାଳ ପ୍ରାୟ ୬ଟା ସମୟରେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣର ଶବ୍ଦ ଏତେ ଜୋର ଥିଲା ଯେ ଗାଁର ଆଖପାଖ ଲୋକ ଘଟଣା ଜାଣିବା ପାଇଁ ସେଠାରେ ପହଞ୍ଚିଥିଲେ । ବିସ୍ଫୋରଣ ଧୁଆଁରେ ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।

blast

ଗାଁଲୋକ ଘଟଣାସ୍ଥଳରେ ପହଞ୍ଚିବା ପରେ ଲୋକଙ୍କ ଖଣ୍ଡବିଖଣ୍ଡିତ ଶରୀର ପଡିଥିବା ଦେଖିବାକୁ ପାଇଥିଲେ । ବିସ୍ଫୋରଣ ଏକ ଷଡଯନ୍ତ୍ର ବୋଲି ଗ୍ରାମବାସୀ ଅଭିଯୋଗ ଆଣିଛନ୍ତି । ଯାହାଫଳରେ ଗାଁଲୋକ ରାସ୍ତାକୁ ଅବରୋଧ କରିଥିଲେ । ଘଟଣାସ୍ଥଳରେ ପୋଲିସ ତୁରନ୍ତ ପହଞ୍ଚି ମୃତ ଦେହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+