ସାର କାରଖାନାରେ ଭୟଙ୍କର ବିସ୍ଫୋରଣ:୩ ମୃତ, ଅନେକ ଆହତ

Massive Explosion In Pharmaceutical Company: ମହାରାଷ୍ଟ୍ରର ସାଙ୍ଗଲି ଜିଲ୍ଲାର ଏକ ସାରା କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳାଙ୍କ ସମେତ ଜଣେ ସୁରକ୍ଷାକର୍ମୀ ଅଛନ୍ତି ।

Maharashtra

ମିଳିଥିବା ସୂଚନା ଅନୁସାର, ଗୁରୁବାର ସନ୍ଧ୍ୟା ସମୟରେ ସାଙ୍ଗଲି କାଡେଗାଁ ତହସିଲର ଶାଲଗାଁ ଏମଆଇଡିସିର ମିଆଁମାର କେମିକାଲ୍ କମ୍ପାପୀରେ ଏହି ଦୁର୍ଘଟଣା ଘଟିଛି । ପ୍ରଥମେ ବିସ୍ଫୋରଣ ହେବା ପରେ ଗ୍ୟାସ୍ ଲିକ୍ ହୋଇଥିବା ଯେଉଁଥି ପାଇଁ ୩ ଜଣଙ୍କ ମୃତ୍ୟୁ ଘଟିଛି । ତେବେ ସମସ୍ତ ଆହତଙ୍କ ମଧ୍ୟରୁ ୭ ଜଣଙ୍କୁ କରଦସ୍ଥିତ ସାହ୍ୟାଦ୍ରି ମେଡିକାଲରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କ ଅବସ୍ଥା ଗୁରୁତର ଥିବା ନେଇ ଦାବି କରାଯାଉଛି ଏବଂ ବର୍ତ୍ତମାନ ସେମାନଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+