Get Updates
Get notified of breaking news, exclusive insights, and must-see stories!

ମୁମ୍ବାଇ ଜେଏମ୍‌ଏସ୍‌ ବ୍ୟବସାୟୀ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇର ଯୋଗେଶ୍ବରୀ ୱେଷ୍ଟ ଅଞ୍ଚଳରେ ଥିବା ବେହରାମବାଗ ନିକଟରେ ଏକ ବିଜନେସ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇଯାଇଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଅନେକ ଲୋକ ବିଲ୍ଡିଂରେ ଫସିଥିବା ଅନୁମାନ କରାଯାଉଛି ।

ସକାଳ ୧୦.୫୦ ମିନିଟରେ ବିଜନେସ ସେଣ୍ଟର ବିଲ୍ଡିଂରେ ନିଆଁ ଲାଗିଯାଇଥିଲା। ଏହାରି ଭିତରେ ଅନେକ ଲୋକ ଫସିଥିବା ଅନୁମାନ କରାଯାଉଛି। ଖବର ପାଇ ଅଗ୍ନିଶମ ଟିମ୍ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି। ଘଟଣାରେ କେହି ହତାହତ ହୋଇନାହାନ୍ତି । ଘଟଣା ବିଷୟରେ ଜଣାପଡିବା ପରେ ୬ଟି ଅଗ୍ନିଶମ ଗାଡି ପହଞ୍ଚିଥିଲା ।

fire

ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ଯେଉଁ ବିଲ୍ଡିଂରେ ନିଆଁ ଲାଗିଛି, ସେଠାରେ ଅନେକ କର୍ପୋରେଟ ଅଫିସ ରହିଛି । ନିଆଁ ଲାଗିବା କାରଣରୁ ଆଖପାଖ ଅଞ୍ଚଳ ଧୂଆଁ ଧୂଆଁ ହୋଇଯାଇଥିଲା । ନିଆଁ ଲାଗିବା ପରେ ଲୋକମାନେ ଆତଙ୍କିତ ହୋଇପଡିଥିଲେ । ଦମକଳ ଗାଡି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରୁଛି । ଅନେକ ଲୋକ ବିଲ୍ଡିଂରେ ଫସିଥିବା ଅନୁମାନ କରାଯାଉଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+