ମଦ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଗାଜିଆବାଦ ନନ୍ଦଗ୍ରାମ ଥାନା ଅନ୍ତର୍ଗତ ଏକ ମଦ ଦୋକାନରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ସମସ୍ତ ଜିନିଷ ଜଳିପୋଡି ପାଉଁଶ ହୋଇଯାଇଛି । ସୂଚନା ପାଇବା ମାତ୍ରେ ଘଟଣାସ୍ଥଳରେ ୪ଟି ଦମକଳ ବାହିନୀ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।
ଖବର ମୁତାବକ, ଅଗ୍ନିକାଣ୍ଡ ରାଜନଗର ଏକ୍ସଟେନସନରୁ ଉତ୍ପନ୍ନ ହୋଇଥିବା ଜଣାପଡିଛି । ଗାଜିଆବାଦ ସହରର ନନ୍ଦଗ୍ରାମ ଥାନା ଅନ୍ତର୍ଗତ ଗୋଟିଏ ମଦ ଦୋକାନରେ ରାଜନଗରର ଏକ୍ସଟେନସନରୁ ନିଆଁ ଲାଗିଥିବା କୁହାଯାଉଛି । ପ୍ରାୟ ରାତି ୧ଟା ସମୟରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ଏତେ ଭୟଙ୍କର ଥିଲା ଯେ, କ୍ଷଣିକ ମଧ୍ୟରେ ଜୋରରେ ନିଆଁ ବ୍ୟାପିଯାଇଥିଲା ।

ନିଆଁକୁ ଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ୪ଟି ଗାଡି ପହଞ୍ଚିଥିଲେ । ପ୍ରାୟ ୧ଘଣ୍ଟାର ପରିଶ୍ରମ ପରେ ନିଆଁକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ ଅଗ୍ନିଶମ ବାହିନୀ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications