ଦିଲ୍ଲୀ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ୨୦ ମୃତ

ଆଜି ଦିଲ୍ଲୀର ମାଲ୍ୟବ ନଗରରେ ଥିବା ହୋଟେଲ ଫ୍ଲୋରିସ୍ ଷ୍ଟେରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ପ୍ରାୟ ୨୦ ଜଣଙ୍କର ମୃତ୍ୟୁ ଘଟିଛି । ଅଗ୍ନିକାଣ୍ଡ ପରେ ଜୀବନ ବଞ୍ଚାଇବାକୁ ଅନେକ ଲୋକ କୋଠାରୁ ଡେଇଁ ଖସି ପଳାଇବାକୁ ଚେଷ୍ଟା କରିଥିବା ଜଣାପଡିଛି । ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

fire

ସୂଚନାନୁଯାୟୀ, ଅଗ୍ନିଶମ ବିଭାଗ ସକାଳ ୯ ଟା ସମୟରେ ଅଗ୍ନିକାଣ୍ଡ ବିଷୟରେ ସୂଚନା ପାଇଥିଲା । ଏଥିସହ ଜଣେ ବରିଷ୍ଠ ଅଗ୍ନିଶମ ଅଧିକାରୀ କହିଛନ୍ତି ଯେ ରେଷ୍ଟୁରାଣ୍ଟରେ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ୧୦ଟି ଅଗ୍ନିଶମ ବାହିନୀ ଗାଡ଼ି ନିୟୋଜିତ କରାଯାଇଥିଲା । ନିଆଁକୁ ନିୟନ୍ତ୍ରଣ କରାଯାଇଛି। କୋଠାରେ ବଞ୍ଚିଥିବା ଲୋକଙ୍କୁ ଖୋଜିବା ପାଇଁ ଅଗ୍ନିଶମ ବାହିନୀ ଅଧିକାରୀମାନେ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+