ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଲ୍ୟାଣ୍ଡମାଇନ୍ ବିସ୍ଫୋରଣ, ଦୁଇ ଯବାନ ଆହତ
ଛତିଶଗଡ଼ ବିଜାପୁରରେ ବଡ଼ ଧରଣର ଲ୍ୟାଣ୍ଡମାଇନ୍ ବିସ୍ଫୋରଣ । ବିସ୍ଫୋରଣରେ ପିକଅପ୍ ଡ୍ରାଇଭର୍ ସମେତ ୨ ଯବାନ ଆହତ। କୁମ୍ବିଂ ଅପରେସନ୍ ସାରି ଫେରୁଥିବା ବେଳେ ବିସ୍ଫୋରଣ । ବିସ୍ଫୋରଣରେ ଏନ୍ଏଚ୍-୬୩ ନିକଟରେ ୫ ଫୁଟ୍ର ଗର୍ତ୍ତ ।













Click it and Unblock the Notifications