ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି
ଆଜି ଦେଶ 75 ତମ ଗଣତନ୍ତ୍ର ଦିବସ ପାଳନ କରୁଛି । ଏହି ଅବସରରେ ସାରା ଦେଶରେ ଉତ୍ସାହ ଦେଖାଦେଇଛି। ନୂଆଦିଲ୍ଲୀ କର୍ତ୍ତବ୍ୟ ପଥରେ ଭାରତୀୟ ସେନା ଶୌର୍ଯ୍ୟ, ସାମର୍ଥ ଏବଂ ବୀରତ୍ୱ ପ୍ରଦର୍ଶନ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପରେଡର ଅଭିବାଦନ ଗ୍ରହଣ କରିବେ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ୭୫ତମ ସାଧାରଣତନ୍ତ୍ର ଦିବସ ଅବସରରେ ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ଏକ୍ସରେ ପୋଷ୍ଟ କରିବାବେଳେ ପ୍ରଧାନମନ୍ତ୍ରୀ ମୋଦି ଲେଖିଛନ୍ତି, ଦେଶର ସମସ୍ତ ପରିବାର ସଦସ୍ୟଙ୍କୁ ଅନେକ ଶୁଭ ସାଧାରଣତନ୍ତ୍ର ଦିବସ କାମନା କରୁଛି। ଜୟ ହିନ୍ଦ।












Click it and Unblock the Notifications