୫ ଦିନରେ କେରଳମ୍‌ ଛୁଇଁବ ମୌସୁମି

ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ- ପଶ୍ଚିମ ମୌସୁମି ବାୟୁ କେରଳମ୍‌ ଏବଂ ତାମିଲନାଡ଼ୁର କିଛି ଅଞ୍ଚଳ ଛୁଇଁବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଶନିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମୌସୁମି ବୁଲେଟିନରେ ଏହା ସ୍ପଷ୍ଟ କରିଛି। ସାଧାରଣତଃ ଦକ୍ଷିଣ- ପଶ୍ଚିମ ମୌସୁମି ବାୟୁ ଜୁନ ୧ରେ କେରଳମ୍‌ ଛୁଇଁଥାଏ। ତେବେ ଚଳିତବର୍ଷ ମେ' ୨୬ରେ ମୌସୁମି କେରଳମ୍‌ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା। ଯାହା ପରବର୍ତ୍ତୀ ସମୟରେ ଭୁଲ ପ୍ରମାଣିତ ହୋଇଥିଲା। ସଦ୍ୟତମ ବିଶ୍ଲେଷଣ ଅନୁଯାୟୀ ଆସନ୍ତା ୫ ଦିନରେ ମୌସୁମି କେରଳମ୍‌ ଛୁଇଁବ ବୋଲି ଆଇଏମଡି କହିଛି।

Monsoon
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+