ଦେଶରେ ଦିନକରେ ୭ହଜାରରୁ ଅଧିକ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ୭୦୦ହଜାର ତଳେ ରହିଛି ଦୈନିକ ସଂକ୍ରମଣ ସଂଖ୍ୟା । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ୩୫୪କୁ ବୃଦ୍ଧି ପାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

corona

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ଦିନ ଦେଶରେ ୨୪ ଘଣ୍ଟା ମଧ୍ୟରେ ୭ ହଜାର ୧୭୧ କରୋନା ପଜିଟିଭ୍
ଚିହ୍ନଟ ହୋଇଛନ୍ତି । ଯାହା ପରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ୩୫୪କୁ ବୃଦ୍ଧି ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣଙ୍କ ମୃତ୍ୟୁ ପରେ ମୋଟ ମୃତ୍ୟୁ ସଂଖ୍ୟା ୫,୩୧,୫୦୮ କୁ ବୃଦ୍ଧି ପାଇଛି । ତେବେ ଗତକାଲି କେରଳରୁ କେବଳ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । କୋଭିଡ-୧୯ ଜନିତ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ପର୍ଯ୍ୟନ୍ତ ୪.୪୯ କୋଟି ରେକର୍ଡ କରାଯାଇଛି ।

ସୂଚନାଥାଉ ଯେ, ଏପ୍ରିଲ୍ ୨୮ ରେ, ଭାରତରେ ୭,୫୩୩ଟି ନୂଆ କରୋନା ମାମଲା ରେକର୍ଡ କରାଯାଇଥିଲା । ଏଥିସହ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୫୭,୪୧୦ ରୁ ୫୩,୮୫୨କୁ ହ୍ରାସ ପାଇଛି। ଗତ କାଲି ୪୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଥିଲା। ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+