Budget MSME: MSME ବିକାଶର ଦ୍ବିତୀୟ ଇଞ୍ଜିନ; ୭.୫ କୋଟି MSME କର୍ମଚାରୀଙ୍କ ଉପରେ ଫୋକସ୍
୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍। MSME ବିକାଶର ଦ୍ବିତୀୟ ଇଞ୍ଜିନ। ୭.୫ କୋଟି MSME କର୍ମଚାରୀଙ୍କ ଉପରେ ଫୋକସ୍ ।
MSME କ୍ଷେତ୍ର ପାଇଁ ଅଧିକ ଋଣ ମଞ୍ଜୁରୀ କରାଯିବ। ଯୁବକଙ୍କୁ MSME ଦ୍ବରା ଅଧିକ ନିଯକ୍ତି ଦେଇ ହେବ। ଅଣଚମଡ଼ା ଶିଳ୍ପ ଉପରେ ଏଥର ଫୋକସ୍। ଅଣଚମଡ଼ା ଶିଳ୍ପ ଦ୍ବାରା ୨୨ ଲକ୍ଷ ଉପକୃତ ହେବେ।
ଏଡିବୁଲ ଅଏଲରେ ଆତ୍ମନିର୍ଭର ହେବା ଲକ୍ଷ୍ୟ। ଏଥିପାଇଁ ୬ ବର୍ଷିଆ ସ୍କିମ୍ ସରକାର ଆରମ୍ଭ କରିବାକୁ ଯାଉଛନ୍ତି । ବିହାରରେ ଏକ ମକାନା ବୋର୍ଡ ଗଠନ କରାଯିବ । ମକାନା ବୋର୍ଡ ବିହାର କୃଷକଙ୍କୁ ତାଲିମ ପ୍ରଦାନ କରିବ । ମତ୍ସ୍ୟ ଉତ୍ପାଦନରେ ଭାରତ ସାରା ବିଶ୍ବରେ ଦ୍ବିତୀୟ ।













Click it and Unblock the Notifications