ନନ୍ଦିଗ୍ରାମରେ ଜିତିଲେ ଦିଦି : ଜାଣନ୍ତୁ କ୍ଲୋଜ ଫାଇଟ୍ ସତ୍ତ୍ୱେ କେତେ ଭୋଟରେ ହାରିଲେ ଶୁଭେନ୍ଦୁ
ପଶ୍ଚିମବଙ୍ଗ ନନ୍ଦିଗ୍ରାମରୁ ଜିତିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।
ପଶ୍ଚିମବଙ୍ଗ । ଟିଏମସି ମୁଖ୍ୟ ମମତା ବାନାର୍ଜୀ ପଶ୍ଚିମବଙ୍ଗର ସବୁଠାରୁ ଚର୍ଚ୍ଚିତ ଆସନ ନନ୍ଦିଗ୍ରାମରୁ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସେ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କୁ 1200 ଭୋଟରେ ପରାସ୍ତ କରିଛନ୍ତି । ଉଲ୍ଲେଖନୀୟ କଥା ହେଉଛି, ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରତିଷ୍ଠା ନନ୍ଦିଗ୍ରାମ ଆସନରେ ଥିଲା । ପ୍ରଥମ ଥର ପାଇଁ ନନ୍ଦିଗ୍ରାମ ଆସନରୁ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ବିରୋଧରେ ଟିଏମସି ମୁଖ୍ୟ ପ୍ରତିଦ୍ୱନ୍ଦ୍ୱିତା କରି ଜିତିଛନ୍ତି ।

ଏଠାରେ ମମତା ବାନାର୍ଜୀଙ୍କୁ ତାଙ୍କ ପୂର୍ବତନ ସାଥୀ ତଥା ବିରୋଧୀ ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କ ସହ କଡ଼ା ସଂଘର୍ଷ ହୋଇଛି । ପରିସ୍ଥିତି ଏପରି ହୋଇଥିଲା ଯେ ଶେଷ ମହୂର୍ତ୍ତ ଯାଏଁ ଭୋଟ ଗଣତି ଉପରେ ସମସ୍ତଙ୍କର ନଜର ରହିଥିଲା । ଆରମ୍ଭରୁ ଶୁଭେନ୍ଦୁ ଦବଦବା ରଖିଥିବା ବେଳେ ପରେ ପରବର୍ତ୍ତି ସମୟରେ ମମତା ବାନାର୍ଜୀ ଲିଡ୍ କରିଥିଲେ । ମୁଖ୍ୟମନ୍ତ୍ରୀ ମମତାଙ୍କ ବିଜୟ ପରଠାରୁ ଟିଏମସି କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଏକ ଉତ୍ସବର ପରିବେଶ ଦେଖିବାକୁ ମିଳିଛି ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....












Click it and Unblock the Notifications