Get Updates
Get notified of breaking news, exclusive insights, and must-see stories!

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୯ ଜୀବନ

ମହାରାଷ୍ଟ୍ରର ପୁନେ-ନାଶିକ ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ୯ ଜଣଙ୍କର ମୃତ୍ୟୁ ହୋଇଛି । ପୁନେ ଗ୍ରାମାଞ୍ଚଳ ପୁଲିସ୍‍ ଅଧିକ୍ଷକ ପଙ୍କଜ ଦେଶମୁଖ ଏ ସମ୍ପର୍କରେ ଗଣମାଧ୍ୟମକୁ କହିଛନ୍ତି, ନାରାୟଣ ଗାଓଁକୁ ଯାଉଥିବା ଗୋଟିଏ ମିନି ଭ୍ୟାନ୍‍ ଏକ ଟେମ୍ପୋକୁ ପଛରୁ ଧକ୍କା ଦେବା ପରେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଅନ୍ୟ ଏକ ବସ୍‍ ସହିତ ପୁଣି ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଛି ।

Nashik-Pune Highway Accident

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ଣାବିସ୍‍ ଦୁର୍ଘଟଣା ଯୋଗୁଁ ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାରବର୍ଗ ଲାଗି ୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+