ଅକ୍ଟୋବର ୧୫ରେ ଶପଥ ନେବେ ନାୟବ ସିଂହ ସୈନି!

Nayab Singh Saini: ଅକ୍ଟୋବର ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ପାରନ୍ତି ନାୟବ ସିଂହ ସୈନି । ସେ ତୃତୀୟ ଥର ପାଇଁ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ ଏବଂ ରାଜ୍ୟର ଦ୍ୱାଦଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସରକାର ଗଠନ କରିବାକୁ ଯାଉଛନ୍ତି ।

Nayab Singh Saini

ଅକ୍ଟୋବର ୮ରେ ନିର୍ବାଚନ ଫଳାଫଳା ଘୋଷଣା ହୋଇଥିଲା । ଯେଉଁଥିରେ ବହୁମତରେ ବିଜୟ ଲାଭ କରିଛି ବିଜେପି । ଏହା ପରେ ବିଧାୟକଦଳ ବୈଠକରେ ନାୟବ ସିଂହ ସୈନି ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ନିଷ୍ପତ୍ତି ନିଆଯାଇଥିଲା। ଅକ୍ଟୋବର ୧୫ରେ ସେ ମୁଖ୍ୟମନ୍ତ୍ରୀଙ୍କ ଭାବେ ଶପଥ ନେବା ନେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ନିର୍ବାଚନରେ ବିଜୟ ହେବା ପରେ ନାୟବ ସିଂହ ସୈନି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ଦଳର ବରିଷ୍ଠ ନେତା ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ହେଲେ ଏନେଇ ବର୍ତ୍ତମାନ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+