ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି

Nayab Singh Saini: ହରିୟାଣା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନାଏବ ସିଂହ ସୈନି । ଲଗାତାର ଦ୍ୱିତୀୟ ଥର ପାଇଁ ସାଇନିଙ୍କୁ ରାଜ୍ୟରେ ସିଏମ୍ କରାଯାଇଛି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ଏବଂ ଏନଡିଏର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ।

Nayab Singh Saini

ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ତରେ ଶପଥ ଉତ୍ସବର ଭବ୍ୟ ଆୟୋଜନ କରାଯାଇଥିଲା । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପି ଦଳ ବରିଷ୍ଠ ଅଧିକାରୀ ଯୋଗ ସାମିଲ ଥିଲେ ।

ସୂଚନାଥାଉ ଯେ, ଅକ୍ଟୋବର ୫ରେ ହରିୟାଣା ନିର୍ବାଚନ ପରେ ୮ରେ ଭୋଟ୍ ଗଣତି ହୋଇଥିଲା। ସମସ୍ତ ଏଗଜିଟ୍ ପୋଲର ଆକଳନକୁ ଭୁଲ୍ ପ୍ରମାଣିତ କରି ବିଜେପି ଲଗାତାର ତୃତୀୟ ଥର ପାଇଁ ଐତିହାସିକ ବିଜୟ ହାସଲ କରିଥିଲା। ରାଜ୍ୟର ମୋଟ ୯୦ ଆସନରୁ ବିଜେପିକୁ ୪୮ଟି ଆସନ ମିଳି ଥିବାବେଳେ କଂଗ୍ରେସ ମାତ୍ର ୧୧ରେ ସୀମିତ ରହିଥିଲା। ଫଳରେ ବହୁମତ ସହ ଦଳ ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+