ଆର୍ୟନଙ୍କ ଜାମିନ ଆବେଦନକୁ ଏନସିବିର ଦୃଢ ବିରୋଧ, କହିଲେ - ଯଦି ବାହରକୁ ଗଲେ, ତେବେ ପ୍ରମାଣ ନଷ୍ଟ କରିପାରିବେ
ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଜାମିନ ଆବେଦନ ଉପରେ ଆଜି (ବୁଧବାର) ସ୍ୱତନ୍ତ୍ର ଏନଡିପିଏସ କୋର୍ଟ ଶୁଣାଣି କରୁଛନ୍ତି । ଆଜି ଯୁକ୍ତି ସମୟରେ ଆର୍ୟନ୍ ଖାନଙ୍କ ଜାମିନକୁ ଏନସିବିର ଓକିଲ ଦୃଢ ବିରୋଧ କରିଛନ୍ତି ।
ମୁମ୍ବାଇ : ଡ୍ରଗ୍ସ ମାମଲାରେ ଗିରଫ ହୋଇଥିବା ଶାହରୁଖ ଖାନଙ୍କ ପୁଅ ଆର୍ୟନ ଖାନଙ୍କ ଜାମିନ ଆବେଦନ ଉପରେ ଆଜି (ବୁଧବାର) ସ୍ୱତନ୍ତ୍ର ଏନଡିପିଏସ କୋର୍ଟ ଶୁଣାଣି କରୁଛନ୍ତି । ଆଜି ଯୁକ୍ତି ସମୟରେ ଆର୍ୟନ୍ ଖାନଙ୍କ ଜାମିନକୁ ଏନସିବିର ଓକିଲ ଦୃଢ ବିରୋଧ କରିଛନ୍ତି । ଏନସିପି ପକ୍ଷରୁ କୁହାଯାଇଥିଲା ଯେ ଆର୍ୟନ୍ ଜଣେ ପ୍ରଭାବଶାଳୀ ପରିବାରର ଏବଂ ଯଦି ସେ ବାହାରେ ରହନ୍ତି ତେବେ ସେ ପ୍ରମାଣ ଏବଂ ସାକ୍ଷୀଙ୍କୁ ପ୍ରଭାବିତ କରିପାରନ୍ତି ।

ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଏକ କ୍ରୁଜ୍ ଜାହାଜରେ ରେଭ୍ ପାର୍ଟି କରିଥିବା ଅଭିଯୋଗରେ 03 ଅକ୍ଟୋବରରେ ଆର୍ୟନ୍ ଖାନଙ୍କ ସମେତ ଅନେକ ଲୋକଙ୍କୁ ଗିରଫ କରିଥିଲା । ସେବେଠାରୁ ସେ ଜେଲରେ ଅଛନ୍ତି । କୋର୍ଟ ଆର୍ୟନଙ୍କୁ ପ୍ରଥମେ ଦିନେ, ପରେ ତିନି ଦିନ ପାଇଁ ରିମାଣ୍ଡରେ ପଠାଇଥଇଲେ । ଏହା ପରେ ଆର୍ୟନ୍ ଖାନ୍ ଏବଂ ତାଙ୍କ ସହ ଗିରଫ ହୋଇଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ 14 ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଯାଇଥିଲା ।
More From
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ଦିଲ୍ଲୀପ ରାୟ ନିଶ୍ଚିତ ଜିତିବେ କହିଲେ ବିଜୟ ମହାପାତ୍ର












Click it and Unblock the Notifications