NCERT: ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର ୩୦/୦୫ - ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର.ଟିର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର, ଭୋପାଳ, ଆଜମେର, ମଇଶୁର, ନେଲୋର ଓ ଶିଲଂରେ ୨୦୨୫-୨୦୨୬ ଶିକ୍ଷାବର୍ଷ ପାଇଁ ବିଏ. ବି. ଇଡି, ବି.ଏସସି. ବି.ଇଡି, ବି.ଇଡି, ବି.ଇଡି-ଏମ.ଇଡି, ଏମ.ଏସସି.ଇଡି, ଆଦି ଶିକ୍ଷା ଭିତ୍ତିକ ଅଧ୍ୟୟନରେ ନାମଲେଖା ପାଇଁ ଆବେଦନ କରାଯାଉଛି ଓ ଏହି ଆବେଦନ ଆଧାରରେ CEE ପରୀକ୍ଷା ଆସନ୍ତା ମାସ ୨୯ ତାରିଖରେ ଅନୁଷ୍ଠିତ ହେବ ।

କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀ ଚୟନ କରାଯିବ । ଚଳିତ ବର୍ଷ ଆବେଦନର ଶେଷତାରିଖ ୧୭.୦୬.୨୦୨୫ ଓ ଅଧିକ ଜାଣିବାପାଇଁ ଆଗ୍ରହୀ ଛାତ୍ରଛାତ୍ରୀଗଣ www.riebbs.ac.inରେ ଲଗଇନ କରିବାସହ ହେଲ୍ପଲାଇନ ନମ୍ବର ୦୨୨-୬୧୩୦୬୨୭୧ରେ ଯୋଗାଯୋଗ କରିପାରିବେ
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications