ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ମାଗିଲା NCERT
ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକକୁ ନେଇ କ୍ଷମା ମାଗିଲା NCERT । NCERT ନିର୍ଦ୍ଦେଶକ ଓ ସଦସ୍ୟଙ୍କ ନିସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି । ନ୍ୟାୟପାଳିକା ସମ୍ବନ୍ଧୀୟ ବିବାଦୀୟ ଚାପ୍ଟରକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି । ବିତରଣ ହୋଇଥିବା ସମସ୍ତ ପୁସ୍ତକ ପ୍ରତ୍ୟାହାର ହୋଇଛି ଜଣାଇଲା। ବିବାଦୀୟ ଚାପ୍ଟରକୁ ନେଇ କ୍ଷୁବ୍ଧ ହୋଇଥିଲେ ସୁପ୍ରିମକୋର୍ଟ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ କିଏ ଉତ୍ତରଦାୟୀ ଜଣାଇବାକୁ କହିଥିଲେ।













Click it and Unblock the Notifications