NEET ବିବାଦ: ୧୫୬୩ ପରୀକ୍ଷାର୍ଥୀ ପୁଣି ଦେବେ ପରୀକ୍ଷା

NEET UG Result 2024: NEET ପରୀକ୍ଷାକୁ ନେଇ ଲାଗି ରହିଥିବା ବିବାଦ ମଧ୍ୟରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ । ଦେଶର ସର୍ବୋଚ୍ଚ ନ୍ୟାୟାଳୟ ୧୫୬୩ NEET UG 2024 ପରୀକ୍ଷାର୍ଥୀଙ୍କ ସ୍କୋର କାର୍ଡ ରଦ୍ଦ କରିବା ସହ ପୁଣି NEET ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଗ୍ରେସ ମାର୍କ ପାଇଥିବା ପରୀକ୍ଷାର୍ଥୀ ପୁଣି ଦେବେ ପରୀକ୍ଷା । ଜୁନ୍ ୨୩କେ ପରୀକ୍ଷା ହେବ ଏବଂ ୩୦ ଜୁନରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇବ ।

କୋର୍ଟ କାଉନସେଲିଂ ପ୍ରକ୍ରିୟା ବର୍ତ୍ତମାନ ବନ୍ଦ କରି ନାହଁନ୍ତି । ଜଷ୍ଟିସ ବିକ୍ରମ ନାଥ ଏବଂ ଜଷ୍ଟିସ ସନ୍ଦୀପ ମେହେତାଙ୍କ ନେତୃତ୍ୱରେ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରୁଛିନ୍ତି । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ଜୁନ୍ ୪ ତାରିଖରେ NEET ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଯାହା ପରେ ଆରମ୍ଭ ହୋଇଯାଇଥିଲା ବିବାଦ ।

NEET UG Result 2024

ପରୀକ୍ଷା ଫଳରେ ଅନିୟମିତତା ଥିବା ନେଇ ଦାବି କରିଥିଲେ ଛାତ୍ରଛାତ୍ରୀ । ଯାହାକୁ ନେଇ ଦେଶରେ ରାଜନୈତୀକ ବିତର୍କ ମଧ୍ୟ ଆରମ୍ଭ ହୋଇଯାଇଥିଲା ଏବଂ NEET-UG ୨୦୨୪କୁ ରଦ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ଏକ ପିଆଇଏଲ ଦାଖଲ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+