ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ: କେଉଁଠି କେତେ ରେଟ୍ ?
Petrol Price Today: ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି । ମଙ୍ଗଳବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କେତେ ଅଛି ଆସନ୍ତୁ ଜାଣିବା।
ଓଡ଼ିଶାରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୧. ୦୬ ରହିଛି । ସେହିପରି ଡିଜେଲ (୧ ଲିଟର) ୯୨. ୯୧ ରହିଛି।
ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୨ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୨ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୪୪ ରହିଥିବା ବେଳେ ଡିଜେଲ (୧ ଲିଟର) ୮୯.୯୭ ରହିଛି।

Petrol Price Today: ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ୍ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।












Click it and Unblock the Notifications