ସକାଳୁ ସକାଳୁ ଜାରି ହେଲା ନୂଆ ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆପଣଙ୍କ ସହରରେ ଦର କେତେ?
ସକାଳୁ ସକାଳୁ ଜାରି ହେଲା ନୂଆ ପେଟ୍ରୋଲ ଓ ଡିଜେଲ ଦର। ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟ ପରିବର୍ତ୍ତନ ହୋଇନାହିଁ । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୩୫ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୯୨ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୬୧ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
-
ପାକିସ୍ତାନରେ ୨ ଦିନିଆ ଲକଡାଉନ୍ -
IPL ୨୦୨୬: ଆଜିଠୁ ଆଇପିଏଲ, ଡିପେଣ୍ଡିଂ ଚାମ୍ପିଅନ ଆରସିବିକୁ ଭେଟିବ ଏସ୍ଆରଏଚ୍ -
ମହଜୁଦ ଅଛି ପେଟ୍ରୋଲିୟମ ସାମଗ୍ରୀ ଓ ଗ୍ୟାସ, ନିୟମାବଳୀକୁ ପାଳନ କରିବାକୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର... -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ



Click it and Unblock the Notifications