Get Updates
Get notified of breaking news, exclusive insights, and must-see stories!

କିଛି ସମୟ ପରେ ଖୋଲିବ ବଜେଟ୍‌ ପେଡି: ଅର୍ଥ ମନ୍ତ୍ରଣାଳୟରେ ନିର୍ମଳା ସୀତାରାମଣ

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଛନ୍ତି ।

ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଅଛନ୍ତି।
କେନ୍ଦ୍ର ଅର୍ଥମନ୍ତ୍ରୀ ଆଜି ପୂର୍ବାହ୍ନ ୧୧ଟାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପାର୍ଲାମେଣ୍ଟରେ ସାଧାରଣ ବଜେଟ ଉପସ୍ଥାପନ କରିବେ।

Nirmala Sitharaman

କ୍ରମାଗତ ଅଷ୍ଟମ ଥର ପାଇଁ ସେ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଗରିବ ଓ ମଧ୍ୟବିତ୍ତ ଶ୍ରେଣୀ ପାଇଁ ବଜେଟରେ ବ୍ୟବସ୍ଥା ରହିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଏହି ୨ ବର୍ଗଙ୍କ ପାଇଁ ଧନର ଦେବୀ ଲକ୍ଷ୍ମୀ ଉଦାର ହେବା ପାଇଁ ସେ ପ୍ରାର୍ଥନା କରିଛନ୍ତି। ସରକାରଙ୍କ ସମାନତା ସହ ଆର୍ଥତ୍କ ଅଭିବୃଦ୍ଧି ନୀତି କାଏମ ରହିବ ବୋଲି ଆଶା କରାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+