ଅପରିବର୍ତ୍ତିତ ରହିଲା ଆୟକର ସୀମା
Union budget 2024: ମୋଦୀ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ୍ (ବଜେଟ୍ ୨୦୨୪) ଉପସ୍ଥାପିତ ହୋଇ ସାରିଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିସାରିଛନ୍ତି । ବିଶେଷ କରି ଅର୍ଥମନ୍ତ୍ରୀଙ୍କ ବଜେଟରେ ଆୟକର ଛାଡ଼ସୀମା ଉପରେ ଦେଶବାସୀଙ୍କ ରହିଥିଲା ନଜର । ତେବେ ଆୟକର ଛାଡ଼ସୀମାରେ କୌଣସି ପରିବର୍ତ୍ତନ କରି ନାହାନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
ଏହା ଅନ୍ତରୀଣ ବଜେଟ ହୋଇଥିବାରୁ ଏଥିରେ ଆୟକର ଛାଡ଼ସୀମାରେ କୌଣସି ପରିବର୍ତ୍ତନ କରାଯାଇନାହିଁ । ନିର୍ବାଚନ ପରେ ନୂଆ ସରକାର ଆସିଲେ ପୂର୍ଣ୍ଣାଙ୍ଗ ବଜେଟରେ ଆୟକର ଛାଡ଼ ସୀମା ସମ୍ପର୍କରେ ନିଷ୍ପତ୍ତି ନିଆଯିବ । ସଂସଦରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ ୨୦୨୪-୨୫ରେ ବିତ୍ତୀୟ ନିଅଣ୍ଟ ଜିଡିପିର ୫.୧% ରହିବ ବୋଲି ଆକଳନ କରାଯାଇଛି । ଆମଦାନି ଶୁଳ୍କ ସମେତ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଟିକସ ପାଇଁ ସମାନ ଟିକସ ହାର ବଜାୟ ରହିବ ବୋଲି ସୀତାରମଣ କହିଛନ୍ତି ।

ତେବେ ଯାହା ଆଶା କରାଯାଉଥିଲା ଟ୍ୟାକ୍ସ ସ୍ଲାବରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ । ଅର୍ଥାତ ଆୟକରଦାତାଙ୍କୁ କୌଣସି ଆଶ୍ୱସ୍ତି ମିଳିନାହିଁ । ପୂର୍ବରୁ ଥିବା ସ୍ଲାବ ଅନୁଯାୟୀ ୭ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ ଉପରେ ଟିକସ ଆଦାୟ କରାଯାଏ ନାହିଁ । ଆୟକର ଦେବାର ପ୍ରକ୍ରିୟା ସରଳୀକୃତ ହୋଇଛି । ଫେରସ୍ତ ପ୍ରକ୍ରିୟା ମଧ୍ୟ ସରଳ ହୋଇଛି ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications