Get Updates
Get notified of breaking news, exclusive insights, and must-see stories!

'ଜାତୀୟ ରାଜଧାନୀରେ ଉତ୍ତର-ପୂର୍ବାଞ୍ଚଳ ଲୋକଙ୍କ ବିରୁଦ୍ଧରେ କୌଣସି ପ୍ରକାର ଅପମାନ ବା ଭେଦଭାବକୁ ବରଦାସ୍ତ କରାଯିବ ନାହିଁ'

ନୂଆଦିଲ୍ଲୀରେ ଅରୁଣାଚଳପ୍ରଦେଶର ୩ ଜଣ ମହିଳାଙ୍କୁ ଅପମାନିତ କରିଥିବା ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସ୍‍ ଗିରଫ କରିଛି ବୋଲି ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି । ଆଜି ସକାଳେ ଗଣମାଧ୍ୟମ ସହ ଆଲୋଚନା କାଳରେ ଶ୍ରୀ ରିଜିଜୁ କହିଛନ୍ତି, ଆଇନ ଅନୁଯାୟୀ ସଂପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଉତ୍ତର-ପୂର୍ବ ଲୋକଙ୍କ ସହିତ ଖରାପ ବ୍ୟବହାର ପ୍ରଦର୍ଶନ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ଶ୍ରୀ ରିଜିଜୁ କହିଛନ୍ତି ।

rekha gupta

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ମଧ୍ୟ ମାଲବ୍ୟ ନଗର ଅଞ୍ଚଳରେ ଘଟିଥିବା ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାତୀୟ ରାଜଧାନୀ ଅଞ୍ଚଳରେ ଉତ୍ତର-ପୂର୍ବାଞ୍ଚଳ ଲୋକଙ୍କ ବିରୁଦ୍ଧରେ କୌଣସି ପ୍ରକାର ଅପମାନ ବା ଭେଦଭାବକୁ ବରଦାସ୍ତ କରାଯିବ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+