ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ ହେଲେ ନୋଏଲ୍ ଟାଟା
Noel Tata: ନୋଏଲ୍ ଟାଟାଙ୍କୁ ଟାଟା ଟ୍ରଷ୍ଟର ନୂତନ ଅଧ୍ୟକ୍ଷ କରାଯାଇଛି । ସ୍ୱର୍ଗତ ରତନ ଟାଟାଙ୍କ ମୃତ୍ୟୁ ପରେ ଏହି ଦାୟିତ୍ୱ ତାଙ୍କୁ ଦିଆଯାଇଛି। ସ୍ୱର୍ଗତ ରତନ ଟାଟାଙ୍କ ଦେହାନ୍ତ ପରେ ଏହି ଦାୟିତ୍ ନୋଏଲ୍ ଟାଟାଙ୍କୁ ଦିଆଯାଇଛି। 1991 ରେ ଯେତେବେଳେ ରତନ ଟାଟାଙ୍କୁ ଟାଟା ଗ୍ରୁପର ଦାୟିତ୍ୱ ହସ୍ତାନ୍ତର କରାଯାଇଥିଲା, ସେତେବେଳେ ସେ ଟାଟା ଟ୍ରଷ୍ଟର ଚେୟାରମ୍ୟାନ୍ ହୋଇଥିଲେ । ବର୍ତ୍ତମାନ ଟାଟା ଟ୍ରଷ୍ଟ ସର୍ବସମ୍ମତି କ୍ରମେ ନୋଏଲ୍ ଟାଟାଙ୍କୁ ଏହି ଦାୟିତ୍ୱ ଦିଆଯାଇଛି । ନୋଏଲ୍ ଟାଟା ହେଉଛନ୍ତି ରତନ ଟାଟାଙ୍କ ସାବତ ଭାଇ ।













Click it and Unblock the Notifications