ନୂଆପଡା ଉପନିର୍ବାଚନ: ବିଜେପି କାର୍ଯ୍ୟାଳୟରେ ଜୟଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା, ମୁଖ୍ୟମନ୍ତ୍ରୀ ଉପସ୍ଥିତ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ନୂଆପଡାର ନବ ନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ । ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଜୟଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତାମାନେ ତାଙ୍କୁ ସ୍ୱାଗତ କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାତ୍ର ୧୬ମାସର ସରକାର ଉପରେ ନୂଆପଡା ବାସୀ ବିଶ୍ୱାସ ଓ ଭରସା କରି ବିଜେପି ପ୍ରାର୍ଥୀଙ୍କୁ ନିର୍ବାଚିତ କରାଇଛନ୍ତି । ଏହା ଆମ ପାଇଁ ବଡ କଥା । ୮୩ହଜାରରୁ ଅଧିକ ଭୋଟରେ ଜିତିଛନ୍ତି ଜୟ ଢୋଲକିଆ ।

More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications