ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି।

ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।












Click it and Unblock the Notifications