Get Updates
Get notified of breaking news, exclusive insights, and must-see stories!

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,ଏଣିକି ମହିଳାଙ୍କୁ ମାଗଣାରେ ମିଳିବ...

ଜମ୍ମୁ-କଶ୍ମୀର ବିଧାନସଭାରେ ଶୁକ୍ରବାର ବଜେଟ ଉପସ୍ଥାପିତ ହୋଇଛି। ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା ଅନେକ ବଡ଼ ଘୋଷଣା କରିଛନ୍ତି। ଜମ୍ମୁ-କଶ୍ମୀରର ମହିଳାମାନଙ୍କୁ ମାଗଣା ବସ୍‌ ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲ୍ଲା କହିଛନ୍ତି। ଏପରିକି ପ୍ରତି ପରିବାରକୁ ମାଗଣାରେ ୨୦୦ ୟୁନିଟ ବିଜୁଳି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଗୃହରେ ପ୍ରକାଶ କରିଛନ୍ତି।

Omar Abdullah

ଏପରିକି ବଜେଟରେ ୧୫ ହଜାର ସରକାରୀ ସ୍କୁଲ ଖୋଲିବାକୁ ବ୍ୟବସ୍ଥା କରାଯାଇଛି। ପ୍ରତି ଜିଲା ହସ୍ପିଟାଲରେ ସିଟି ସ୍କାନିଂ ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ମହିଳାମାନଙ୍କ ବିକାଶ ପାଇଁ ଲକ୍ଷପତି ଦିଦି ଯୋଜନା ଘୋଷଣା କରିଛନ୍ତି ଓମାର ଅବଦ୍ଦୁଲ୍ଲା । ସେହିପରି ପୂର୍ବରୁ ଗରିବ ଶ୍ରେଣୀର ଝିଅମାନଙ୍କ ବାହାଘରରେ ସରକାର ୫ ହଜାର ଟଙ୍କା ପ୍ରଦାନ କରୁଥିବା ବେଳେ ଏହି ରାଶିକୁ ସରକାର ୭୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+