ଡବଲ ସେଞ୍ଚୁରୀ: ଦେଶରେ ୨୦୦ ଛୁଇଁଲା ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା
ଦେଶରେ ବଢିଚାଲିଛି କରୋନାର ଓମିକ୍ରନ୍ ସଂଖ୍ୟା । ଏବେ ଯାଏଁ ଭାରତରେ ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ପାର୍ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ନୂଆଦିଲ୍ଲୀ: ଦେଶରେ ବଢିଚାଲିଛି କରୋନାର ଓମିକ୍ରନ୍ ସଂଖ୍ୟା । ଏବେ ଯାଏଁ ଭାରତରେ ଓମିକ୍ରନ ଭାରିଆଣ୍ଟରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ ପାର୍ ହୋଇଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରେ ସବୁଠୁ ଆଗରେ ରହିଛି ଦିଲ୍ଲୀ ଓ ମହାରାଷ୍ଟ୍ର । ଏଠାରୁ ସର୍ବାଧିକ ୫୪ ଲେଖାଏଁ ଓମିକ୍ରନ ଚିହ୍ନଟ ହୋଇଛନ୍ତି। ଦିଲ୍ଲୀରୁ ଚିହ୍ନଟ ହୋଇଥିବା ୫୪ ଜଣ ଓମିକ୍ରନ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଲେଣି। ୪୨ ଜଣ ସଂକ୍ରମିତ ଏବେବି ହସ୍ପିଟାଲ ଓ ଆଇସୋଲେସନ୍ରେ ଅଛନ୍ତି।
ସେହିପରି ତେଲେଙ୍ଗାନାରୁ ୨୦, କର୍ଣ୍ଣାଟକରୁ ୧୯, ରାଜସ୍ଥାନରୁ ୧୮ଟି, କେରଳରୁ, ୧୫, ଗୁଜରାଟରୁ ୧୪, ଉତ୍ତରପ୍ରଦେଶରୁ ୨, ଓଡ଼ିଶାରୁ ୨ଟି, ଆନ୍ଧ୍ରପ୍ରଦେଶ, ଚଣ୍ଡିଗଡ, ତାମିଲନାଡୁ ଓ ପଶ୍ଚିମବଙ୍ଗରୁ ଗୋଟିଏ ଲେଖାଏଁ ଓମିକ୍ରନ୍ ମାମଲା ସାମ୍ନାକୁ ଆସିଛି। ତେବେ ଖୁସିର କଥା ଯେ, ମୋଟ ୨୦୦ ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ ସୁସ୍ଥ ହୋଇସାରିଲେଣି।
India has a total of 200 cases of #OmicronVariant so far: Ministry of Health and Family Welfare pic.twitter.com/zq7AJ0Oqqj
— ANI (@ANI) December 21, 2021
ଏପଟେ ଓଡ଼ିଶାରୁ ଚିହ୍ନଟ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଦେଶରେ ମୋଟ୍ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୨୦୨ ହେବ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୧୨ ରାଜ୍ୟରୁ ୨୦୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୭ ଜଣ ସୁସ୍ଥ ହୋଇ ସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୨୮ ଜଣ ସୁସ୍ଥ ହୋଇଥିବା ବେଳେ ଦିଲ୍ଲୀରୁ ୧୨ ଜଣ ସୁସ୍ଥ ହୋଇଛନ୍ତି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications