ସେନା ମୁଖ୍ୟଙ୍କ ବଡ଼ ବୟାନ, ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ......

ଅପରେସନ ସିନ୍ଦୂର ସମୟରେ କରାଯାଇଥିବା ସର୍ଜିକାଲ୍‍ ଷ୍ଟ୍ରାଇକ୍‍ ପାକିସ୍ତାନକୁ ଏକ ସିଧାସଳଖ ବାର୍ତ୍ତା ଦେଇଥିଲା ଯେ ଯେଉଁମାନେ ଆତଙ୍କବାଦକୁ ସମର୍ଥନ କରନ୍ତି ସେମାନଙ୍କୁ ଛଡାଯିବ ନାହିଁ । ଆଜି କାରଗିଲ୍‍ ବିଜୟ ଦିବସ ଅବସରରେ ଲଦାଖର ଦ୍ରାସରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଏଭଳି କହିଛନ୍ତି ଭାରତୀୟ ସେନାର ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ।

ଏହାସହିତ ସେ ଆହୁରି ମଧ୍ୟ କହିଛନ୍ତି ଯେ ପହଲଗାଓଁ ଆତଙ୍କବାଦୀ ଆକ୍ରମଣର ଏକ ଜବାବ ଥିଲା ଅପରେସନ ସିନ୍ଦୂର । ଯାହା ଯେଉଁ ଆକ୍ରମଣ ସମଗ୍ର ଦେଶକୁ ଗଭୀର ଆଘାତ ଦେଇଥିଲା । ଭାରତ ସେହି ଆକ୍ରମଣରେ ଶୋକ ପ୍ରକାଶ କରିବା ସହ ମୁହଁତୋଡ ଜବାବ ମଧ୍ୟ ଦେଇଛି ।

Army chief
ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀ କହିଛନ୍ତି ଯେ ଶତ୍ରୁକୁ ଜବାବ ଦେବା ସ୍ୱାଭାବିକତା । କାରଗିଲ ବିଜୟ ଦିବସ ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଧ୍ୟ ଦିଲ୍ଲୀର ଜାତୀୟ ଯୁଦ୍ଧ ସ୍ମାରକୀରେ ପହଞ୍ଚି ସହିଦ ସୈନିକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ତାଙ୍କ ସହିତ ତିନି ସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+