ଗୃହରେ ବିରୋଧୀଙ୍କ ହଟ୍ଟଗୋଳ: ୧୨ଟା ପର୍ଯ୍ୟନ୍ତ ମୁଲତବୀ

ସଂସଦର ଶୀତକାଳୀନ ଅଧିବେଶନରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଗୃହରେ ପ୍ରବଳ ନାରାବାଜି କରିଛନ୍ତି ବିରୋଧୀ । ପ୍ରବଳ ହଟ୍ଟଗୋଳ ଓ ନାରାବାଜି ପାଇଁ ପ୍ରଶ୍ନକାଳ ଚାଲିପାରିନାହିଁ । ଗୃହକୁ ୧୨ଟା ଯାଏ ମୁଲତବୀ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା ।

Opposition s din at home

ଆଜି ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବୁ ଦିବ୍ୟଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା, ଯାହାକୁ ସମସ୍ତ ସଦସ୍ୟ ସମର୍ଥନ କରିଥିଲେ । ଏହାପରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଗୃହରେ ନାରାବାଜି କରିଥିଲେ ବିରୋଧୀ କଂଗ୍ରେସ । ବିଭିନ୍ନ ପ୍ରସଙ୍ଗ ଯେପରିକି ଏସଆଇଆର, ଭୋଟ ଚୋରିକୁ ନେଇ ପ୍ରବଳ ହଟ୍ଟଗୋଳ କରିବାରୁ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+