ଧାନ ସଂଗ୍ରହ ପ୍ରକ୍ରିୟା: ୫ ଜିଲ୍ଲାକୁ ଦିଆଯାଇଛି ଟୋକେନ
ଧାନ ସଂଗ୍ରହ ପ୍ରକ୍ରିୟାରେ ୫ ଜିଲ୍ଲାକୁ ଦିଆଯାଇଛି ଟୋକେନ । ୫ ଜିଲ୍ଲାକୁ ମୋଟ୍ ୨ ଲକ୍ଷ ୯୪ ହଜାର ୫୯୪ଟି ଟୋକେନ ଦିଆଯାଇଛି । ଏନେଇ ଗୃହରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ବରଗଡ଼ରେ ୭୩୬୯୬, ବଲାଙ୍ଗିରରେ ୫୩୦୯୦, କଳାହାଣ୍ଡିରେ ୮୮୬୬୬ ଟୋକେନ୍ ଦିଆଯାଇଛି।

ନୂଆପଡ଼ାରେ ୨୯୭୮୬, ସମ୍ବଲପୁରରେ ୪୯୩୩୩ ଜଣଙ୍କୁ ଟୋକେନ୍ ଦିଆଯାଇଛି। ଶୀଘ୍ର ଅନ୍ୟ ଅଞ୍ଚଳରେ ମଧ୍ୟ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରାଯିବ। ଚଳିତ ଖରିଫ ଋତୁରେ ୧୯ ଲକ୍ଷ ୬୭ ହଜାର ୮୧୨ ଚାଷୀ ପଞ୍ଜିକୃତ ହୋଇଛନ୍ତି। ଆଗକୁ ଶହେଟି ମଡେଲ ମଣ୍ଡି ଖୋଲିବାକୁ ଯୋଜନା କରିଛନ୍ତି ସରକାର।
More From
-
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ....











Click it and Unblock the Notifications