ପଦ୍ମ ପୁରସ୍କାର-୨୦୨୫ ଘୋଷଣା କଲେ ସରକାର, ଜାଣନ୍ତୁ କାହାକୁ ମିଳିବ ପଦ୍ମ ପୁରସ୍କା

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ଶନିବାର (ଜାନୁଆରୀ ୨୫, ୨୦୨୫) କେନ୍ଦ୍ର ସରକାର ପଦ୍ମ ପୁରସ୍କାର ୨୦୨୫ ର ବିଜେତାଙ୍କ ନାମ ଘୋଷଣା କରିଛନ୍ତି। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ମଧ୍ୟରୁ ଅନ୍ୟତମ ପଦ୍ମବିଭୂଷଣ, ପଦ୍ମଭୂଷଣ ଓ ପଦ୍ମଶ୍ରୀ ଭୀମ ସିଂହ ଭବେଶ, ଡ. ନୀରଜା ଭଟଲା, ଆଥଲେଟ୍ ହରବିନ୍ଦର ସିଂହଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରାଯିବ।

padma purashkar

ସେହିଭଳି ସ୍ତ୍ରୀ ରୋଗ ବିଶେଷଜ୍ଞ ନୀରଜ ଭଟ୍‌ଲାଙ୍କୁ ପଦ୍ମଶ୍ରୀ ଓ ସାମାଜିକ କର୍ମୀ ଭୀମ ସିଂ ଭବେଶଙ୍କୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି। କଳା, ସାମାଜିକ କାର୍ଯ୍ୟ, ଲୋକସେବା, ବିଜ୍ଞାନ, ଇଞ୍ଜିନିୟରିଂ, ବ୍ୟବସାୟ, ଶିଳ୍ପ, ଔଷଧ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା ଓ ପ୍ରଶାସନିକ ସେବା ଭଳି ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+