ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଘଟଣା; ଦୁଃଖ ପ୍ରକାଶ କଲେ ସଲମାନ୍ ଖାନ୍, କହି ଦେଲେ ବଡ କଥା

ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଜଣେ ପରେ ଜଣେ ବଲିଉଡ୍‌ ଷ୍ଟାରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସୁଛି। ଶାହରୁଖ ଖାନ୍‌ଙ୍କ ପରେ ଏବେ ସଲମାନ ଖାନ୍‌ ମଧ୍ୟ ଏହି ହୃଦୟ ବିଦାରକ ଆକ୍ରମଣ ଉପରେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। 'X'ରେ ପୋଷ୍ଟ କରି ସଲମାନ ଲେଖିଛନ୍ତି, ଜଣେ ନିର୍ଦ୍ଦୋଷ ବ୍ୟକ୍ତିଙ୍କୁ ହତ୍ୟା କରିବା ଯାହା ସମଗ୍ର ବିଶ୍ୱକୁ ହତ୍ୟା କରିବା ସହିତ ସମାନ।

Salman Khan

ପୃଥିବୀର ସ୍ବର୍ଗ, କଶ୍ମୀର, ଏବେ ନର୍କରେ ପରିଣତ ହୋଇଛି। ନିର୍ଦ୍ଦୋଷ ଲୋକଙ୍କୁ ଟାର୍ଗେଟ କରାଯାଉଛି, ମୋର ହୃଦୟ ସେମାନଙ୍କ ପରିବାର ପ୍ରତି ଗଭୀର ଦୁଃଖ ପ୍ରକାଶ କରୁଛି। ଜଣେ ନିର୍ଦ୍ଦୋଷ ବ୍ୟକ୍ତଙ୍କୁ ହତ୍ୟା କରିବା ସମଗ୍ର ଉଦ୍ଦେଶ୍ୟକୁ ହତ୍ୟା କରିବା ସହିତ ସମାନ। ସଲମାନ କହିଛନ୍ତି, ସେମାନଙ୍କ ପରିବାର ପ୍ରତି ମୁଁ ସମବେଦନା ଜଣାଉଛି।

ସୂଚନାଯୋଗ୍ୟ, ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଏପର୍ଯ୍ୟନ୍ତ ବର୍ତ୍ତମାନ ସୁଦ୍ଧା ୨୬ ଜଣଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଏହି ଆକ୍ରମଣରେ ଅନେକ ଲୋକ ଗୁରୁତର ହୋଇଛନ୍ତି। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଆକ୍ରମଣରେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ସେହିପରି ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+