Get Updates
Get notified of breaking news, exclusive insights, and must-see stories!

ପହଲଗାମ ଆତଙ୍କବାଦୀ ଆକ୍ରମଣ: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ଜମ୍ମୁ-କାଶ୍ମୀର ସରକାର

ଜମ୍ମୁ କଶ୍ମୀର ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଏବଂ ଆହତ ହୋଇଥିବା ପର୍ଯ୍ୟଟକଙ୍କ ପରିବାର ପାଇଁ ଅବଦୁଲ୍ଲା ସରକାର ସହାୟତା ରାଶି ଘୋଷଣା କରିଛନ୍ତି । ସୂଚନା ଅନୁସାରେ, ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲାଖାଏଁ ସହାୟତା ଘୋଷଣା କରାଯାଇଥିବା ବେଳେ ଗୁରୁତର ଆହତଙ୍କୁ ୨ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି । ସେହିପରି ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ଜମ୍ମୁ-କଶ୍ମୀର ସରକାର ।

Pahalgam Terror Attack
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+