ବିଏସଏଫ ଯବାନଙ୍କୁ ଭାରତକୁ ହସ୍ତାନ୍ତର ପାଇଁ ମନା କଲା ପାକିସ୍ତାନ

ଭୁଲବଶତଃ ପାକିସ୍ତାନ ସୀମାରେ ପ୍ରବେଶ କରିଥିବା ବିଏସଏଫ ଯବାନ ପୁର୍ନମ ସାହୁଙ୍କୁ ବନ୍ଦୀ ରଖିଛି ପାକିସ୍ତାନ। ଭାରତକୁ ହସ୍ତାନ୍ତର କରିବାକୁ ପାକ୍ ରେଞ୍ଜର୍ସ ମନା କରିଦେଇଛନ୍ତି। ପଞ୍ଜାବର ଫେରୋଜପୁର ଅଞ୍ଚଳରେ ବାଟ ଭୁଲିଯାଇଥିବା କିଛି କୃଷକଙ୍କୁ ବାଟ ଦେଖାଇ ନେଉଥିବାବେଳେ ପୁର୍ନମ ପାକ୍‌ ସୀମା ଭିତରକୁ ପଶିଯାଇଥିଲେ। ପାକିସ୍ତାନୀ ସୈନ୍ୟମାନେ ତାଙ୍କୁ ଗିରଫ କରିଥିଲେ।

bsf jawan

ଏହା ପରେ ବିଏସଏଫ ପକ୍ଷରୁ ପାକ୍ ରେଞ୍ଜର୍ସଙ୍କ ସହିତ ଅନେକ ଥର ଯୋଗା​‌ଯୋଗ କରାଯିବା ସହ ବୈଠକ ପାଇଁ କୁହାଯାଇଥିଲେ ମଧ୍ୟ ତାହାକୁ ଗୁରୁତ୍ଵ ଦେଉ ନ ଥିବା ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+