ଆସନ୍ତାକାଲି ସଂସଦ ସ୍ୱତନ୍ତ୍ର ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ସ୍ୱତନ୍ତ୍ର ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ସଂସଦ ଅଧିବେଶନର ସୁପରିଚାଳନା ଲାଗି ବିରୋଧୀ ଦଳଙ୍କ ସହାୟତା ଲୋଡିବେ ସରକାର ।

parliament

18 ରୁ 22 ତାରିଖ ଯାଏଁ ଚାଲିବ ଏହି ଅଧିବେଶନ । ସଂସଦର 75 ବର୍ଷର ଇତିହାସ ସମ୍ପର୍କରେ ଆଲୋଚନା ହେବ । ବିଭିନ୍ନ ସଫଳତା, ଅଭିଜ୍ଞତା, ସ୍ମୃତି, ଅନୁଭୂତି ଆଦି ସମ୍ପର୍କରେ ଆଲୋଚନା ହେବ । ଏହା ସହ 4ଟି ବିଲକୁ ମଞ୍ଜୁରୀ ଦିଆଯିବ ବୋଲି ମିଳିଛି ସୂଚନା ।

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ନିଯୁକ୍ତି ସଂକ୍ରାନ୍ତ ବିଲ୍, ଯାହାକୁ ନେଇ ତୀବ୍ର ବିବାଦ ସୃଷ୍ଟି ହୋଇଥିଲା । ଡାକଘର ବିଲ, ଆଡଭୋକେଟ ସଂଶୋଧନ ବିଲ୍, ପ୍ରେସ ଓ ପଞ୍ଜିକରଣ ବିଲକୁ ମଧ୍ୟ ମଞ୍ଜୁରୀ ମିଳିବ ବୋଲି ସୂଚନା ମିଳିଛି । ଅଦିନିଆ ଅଧିବେଶନକୁ ନେଇ ସରକାରଙ୍କୁ ବିରୋଧୀ ଦଳ ଘେରିଥିବାବେଳେ ଏହି ଅଧିବେଶନ କାର୍ଯ୍ୟକ୍ରମ ନେଇ ପୂର୍ବରୁ ସ୍ପଷ୍ଟ କରିଥିଲେ ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+