ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁଁ ଯାତ୍ରୀ ହନ୍ତସନ୍ତ ଘଟଣା, ୩୭ଟି ଟ୍ରେନରେ ଯୋଡାଗଲା ୧୧୬ କୋଚ୍

ବିମାନ ଯାତ୍ରୀଙ୍କୁ ସହାୟତାର ହାତ ବଢାଇଲା ରେଲୱ । ଇଣ୍ଡିଗୋ ବିମାନ ବାତିଲ ଯୋଗୁଁ ଫସି ରହିଥିବା ଯାତ୍ରୀଙ୍କ ସହାୟତା ପାଇଁ ବିଭିନ୍ନ ରୁଟରେ ଚଳାଚଳ କରୁଥିବା ଯାତ୍ରୀବାହୀ ରେଳଗାଡିଗୁଡିକର ୧୧୬ଟି ଅତିରିକ୍ତ କୋଚ ଲଗାଇଛି ଭାରତୀୟ ରେଳବାଇ। ଦେଶର ବିଭିନ୍ନ ଜୋନରେ ଚାଲୁଥିବା ୩୭ଟି ଟ୍ରେନରେ ଏହି କୋଚଗୁଡିକ ଲଗାଯାଇଛି ।

trains

ସେହିପରି ବିମାନ ବାତିଲ ଯୋଗୁଁ ଟ୍ରେନଗୁଡିକରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଛି । ତେଣୁ ଉତ୍ତର ରେଳବାଇ ପକ୍ଷରୁ ୫ଟି ସ୍ୱତନ୍ତ୍ର ଟ୍ରେନ ଚଲାଇବାକୁ ନିଷ୍ପତ୍ତି ହୋଇଛି । ଯୋଡା ଯାଉଥିବା ଅତିରିକ୍ତ କୋଚଗୁଡିକ ମଧ୍ୟରେ ସ୍ଲିପର, ଏସି ଚେୟାର କାର, ସାଧାରଣ ବଗି ରହିଛି । ଶୀଘ୍ର ସମସ୍ୟାର ସମାଧାନ ହେବ ବୋଲି ଆଶା କରାଯାଉଛି । ତେବେ ଯଦି ଏହି ସମସ୍ୟା ଲାଗି ରହେ ତେବେ ରେଲୱେ ପକ୍ଷରୁ ଅଧିକ ଅତିରିକ୍ତ କୋଚ ଲଗାଯିବା ସହ ବିଭିନ୍ନ ରୁଟରେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ ଆରମ୍ଭ ହେବ ବୋଲି କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+