ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ
Pema Khandu Sworn: ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପେମା ଖାଣ୍ଡୁ । ସେ ତୃତୀୟ ଥର ପାଇଁ ଅରୁଣାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ସେହିପରି ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚୌନା ମେନ୍ । ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଶପଥ ସମାରୋହରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଜେ.ପି ନଡ୍ଜା ଏବଂ ଦଳର ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ ।













Click it and Unblock the Notifications