ଅହମ୍ମଦାବାଦ ବିମାନ ବନ୍ଦର ନିକଟରେ ବିମାନ ଦୁର୍ଘଟଣା, ଟେକ୍‌ ଅଫ୍‌ କରିବା ବେଳ ଦୁର୍ଘଟଣା

ଅହମଦାବାଦ୍ ଏୟାରପୋର୍ଟ ନିକଟରେ ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨୪୨ ଜଣ ଯାତ୍ରୀ ଥିବା ସୂଚନା ରହିଛି । ପ୍ରାଥମିକ ରିପୋର୍ଟ ମୁତାବକ, ବିମାନର ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ ଏଭଳି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଫାୟାର ବିଗ୍ରେଡ୍ ଗାଡ଼ି ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରୁଥିଲେ ବି ଦୁର୍ଘଟଣା ଏତେ ଭୟଙ୍କର ରହିଛି ଯେ ନିଆଁ ଲିଭାଇବା କଷ୍ଟସାଧ୍ୟ ହେଉଛି । ଏୟାର ଇଣ୍ଡିଆ AI-171 ବିମାନ ଅହମଦାବାଦରୁ ଲଣ୍ଡନ ଅଭିମୁଖେ ଦିନ ପାଖାପାଖି ସାଢ଼େ ୧ଟାରେ ଉଡ଼ାଣ ଭରୁଥିବାବେଳେ ଖସିପଡ଼ିଥିବା କୁହାଯାଉଛି ।

Ahmedabad

ଏନେଇ ବିଶେଷ କିଛି ସୂଚନା ମିଳିନଥିବାବେଳେ ଏହି ଦୁର୍ଘଟଣା ଅହମଦାବାଦ୍ ମେଘାନୀ ନଗର ଅଞ୍ଚଳରେ ହୋଇଛି ଏବଂ ଘଟଣାସ୍ଥଳରେ ଜୋରଦାର ଉଦ୍ଧାର କାର୍ଯ୍ୟ ଚାଲିଥିବା ସୂଚନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+