ପ୍ରାକୃତିକ କୃଷି ପଦ୍ଧତିକୁ ଗ୍ରହଣ କରିବା ପାଇଁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରାକୃତିକ କୃଷି ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି, ପ୍ରାକୃତିକ ଜୈବ ବିବିଧତା ପାଇଁ ଉଦ୍ଭିଦ ଏବଂ ପଶୁପାଳନ ସହାବସ୍ଥାନ ଆଦି ବିବିଧ କ୍ଷେତ୍ରକୁ ପ୍ରାକୃତିକ କୃଷି ପଦ୍ଧତି ପ୍ରୋତ୍ସାହନ ପ୍ରଦାନ କରିଥାଏ । ଦେଶବାସୀଙ୍କୁ ପ୍ରାକୃତିକ କୃଷି ପଦ୍ଧତି ଆପଣେଇବାକୁ ଶ୍ରୀ ମୋଦୀ ଆହ୍ୱାନ ଦେଇଛନ୍ତି । କୃତ୍ରିମ ରାସାୟନିକ ଦ୍ରବ୍ୟ ଉପଯୋଗ ନ କରି ପାରମ୍ପରିକ ଜ୍ଞାନକୌଶଳ ଏବଂ ଆଧୁନିକ ପରିବେଶଗତ ନୀତି ଆଧାରରେ ଫସଲଚାଷ କରିବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି ।

କୃଷି ଅବଶିଷ୍ଟାଂଶର ପୁନଃ ଚକ୍ରଣ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୃତ୍ତିକା ସ୍ୱାସ୍ଥ୍ୟ ବୃଦ୍ଧି ଦିଗରେ ଏହା ସହାୟକ ହୋଇଥାଏ । ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରାକୃତିକ କୃଷି କ୍ଷେତ୍ରରେ ଭାରତ ପ୍ରଶଂସନୀୟ ଅଗ୍ରଗତି କରିଛି । ଗତବର୍ଷ ଦେଶରେ ପ୍ରାକୃତିକ କୃଷି ଆଧାରିତ ଜାତୀୟ ମିଶନ୍ ଆରମ୍ଭ ହୋଇଥିଲା । ଚାଷୀଙ୍କୁ ପ୍ରାକୃତିକ କୃଷି ସହିତ ସାମିଲ କରିବାରେ ଏହି ମିଶନ୍ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି । ପ୍ରଧାନମନ୍ତ୍ରୀ କିଶାନ୍ ଯୋଜନା ଅଭିଯାନ ପ୍ରାକୃତିକ କୃଷି କ୍ଷେତ୍ରକୁ ସୁଫଳ ପ୍ରଦାନ କରୁଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିବା ସହ ଶ୍ରୀଅନ୍ନ ଚାଷକୁ ଏହା ପ୍ରୋତ୍ସାହନ ପ୍ରଦାନ କରୁଛି ବୋଲି କହିଛନ୍ତି ।
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ





Click it and Unblock the Notifications