ଆଜି ୨୦ କୋଟି ଚାଷୀଙ୍କୁ ପିଏମ୍‌-କିଷାନ ଟଙ୍କା

ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ବୁଧବାର ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ବାବଦ ଅର୍ଥ ଯୋଜନା ଅନ୍ତର୍ଭୁକ୍ତ ୨୦କୋଟି କୃଷକଙ୍କୁ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ମାଧ୍ୟମରେ ପ୍ରଦାନ କରିବେ । ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ। ପିଏମ୍‌-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି।

PM-Kisan Cash
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+