PM Kisan: ଚାଷୀଙ୍କ ଆକାଉଣ୍ଟକୁ ଗଲା PM କିଷାନ ଟଙ୍କା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ବାରାଣସୀରୁ ଚାଷୀଙ୍କୁ PM କିଷାନ ଟଙ୍କା ପ୍ରଦାନ କରିଛନ୍ତି। ଯୋଗ୍ୟ ଚାଷୀଙ୍କ ଖାତାକୁ ପ୍ରଧାନମନ୍ତ୍ରୀ ୨୦୦୦ ଟଙ୍କା ଲେଖାଏ ପ୍ରଦାନ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଟ୍ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଥିବାବେଳେ ଓଡ଼ିଶାର ପ୍ରାୟ ୩୫ ଲକ୍ଷ ଚାଷୀଙ୍କୁ ମିଳିଛି ଏହି କିଷାନ ଟଙ୍କା।













Click it and Unblock the Notifications