ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ; ପ୍ରଥମ କିସ୍ତିରେ ଆକାଉଣ୍ଟକୁ ଗଲା ୧୦ ହଜାର

ବିହାର ମହିଳାମାନଙ୍କୁ ବଡ଼ ଉପହାର ଦେଲେ ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନାର ଶୁଭାରମ୍ଭ କଲେ ମୋଦି । ଭିଡିଓ କନଫେନ୍ସରେ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ମହିଳାମାନଙ୍କୁ ସ୍ୱାବଲମ୍ୱୀ କରିବାକୁ ସରକାରଙ୍କ ନୂଆ ଯୋଜନା । ପ୍ରଥମ କିସ୍ତିରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଗଲା ୧୦ ହଜାର ଟଙ୍କା ।

Prime Minister launches Chief Minister s Women Employment Scheme
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+