ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେଲା ଜାତୀୟ ବନ୍ୟପ୍ରାଣୀ ବୋର୍ଡ ବୈଠକ

ବିଶ୍ୱ ବନ୍ୟପ୍ରାଣୀ ସଂରକ୍ଷଣ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଗୁଜରାଟର ଜୁନାଗଡ଼ ଜିଲ୍ଲାର ଶାସନଗିରଠାରେ ଜାତୀୟ ବନ୍ୟପ୍ରାଣୀ ବୋର୍ଡର ସପ୍ତମ ବୈଠକ ଅନୁଷ୍ଠିତ ହୋଇଛି। ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ବିଭିନ୍ନ ରାଜ୍ୟର ସଦସ୍ୟ, ସ୍ୱେଚ୍ଛାସେବୀ ସଂଗଠନର ପ୍ରତିନିଧି, ବିଭିନ୍ନ ରାଜ୍ୟର ବନ୍ୟପ୍ରାଣୀ ୱାଡେନ୍‍ ଓ ସଚିବମାନେ ଅଂଶ ଗ୍‍ହଣ କରିଥିଲେ ।

narendra modi

ବୈଠକରେ ବନ୍ୟଜନ୍ତୁ ସଂରକ୍ଷଣ ଓ ପରିଚାଳନା ସଂପର୍କିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବନ୍ୟଜନ୍ତୁ ଓ ଜଙ୍ଗଲର ସଂରକ୍ଷଣ ଏବଂ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଏହି ବୋର୍ଟ କାର୍ଯ୍ୟ କରୁଛି ଏବଂ ପ୍ରଧାନମନ୍ତ୍ରୀ ଏହାର ଅଧ୍ୟକ୍ଷ ଅଛନ୍ତି । ବୈଠକରେ ପ୍ରଧାନମନ୍ତ୍ରୀ ଜୁନାଗଡ଼ଠାରେ ବନ୍ୟପ୍ରାଣୀଙ୍କ ପାଇଁ ଜାତୀୟ ରେଫରାଲ୍‍ ସେଣ୍ଟରର ଭର୍ଚୁଆଲ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ୧୬ତମ ଏସୀୟ ସିଂହ ସଂଖ୍ୟା ଆକଳନ ରିପୋର୍ଟକୁ ଉନ୍ମୋଚନ କରିଛନ୍ତି । ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଗୀର୍‍ ଜାତୀୟ ଉଦ୍ୟାନ ପରିଦର୍ଶନ କରିବା ସହ ବୃକ୍ଷରୋପଣ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+